ORV
24. କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।
IRVOR
24. କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN