ORV
5. ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ; ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ; ସେତେବେଳେ ପ୍ରତ୍ୟେକ ଜଣ ଈଶ୍ଵରଙ୍କଠାରୁ ପ୍ରଶଂସା ପାଇବ ।
IRVOR
5. ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN