ORV
6. ଆଉ ରୁବେନର ପୁତ୍ର ଇଲୀୟାବର ସନ୍ତାନ ଦାଥନ୍ ଓ ଅବୀରାମ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ ଓ ସେମାନଙ୍କ ପରିଜନବର୍ଗଙ୍କୁ ଓ ସେମାନଙ୍କ ତମ୍ଵୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକି ଗ୍ରାସ କଲା, ଏ ସମସ୍ତ ସେମାନେ ଦେଖି ନାହାନ୍ତି;
IRVOR
6. ଆଉ ରୁବେନ୍ର ପୁତ୍ର ଇଲୀୟାବ୍ର ସନ୍ତାନ ଦାଥନ ଓ ଅବୀରାମ୍ ପ୍ରତି ଯାହା ସେ କରିଅଛନ୍ତି; ପୃଥିବୀ ଯେରୂପେ ଆପଣା ମୁଖ ବିସ୍ତାର କରି ସମସ୍ତ ଇସ୍ରାଏଲ ମଧ୍ୟବର୍ତ୍ତୀ ସେମାନଙ୍କୁ, ସେମାନଙ୍କ ପରିଜନବର୍ଗଙ୍କୁ, ସେମାନଙ୍କ ତମ୍ବୁ ଓ ସେମାନଙ୍କ ପଶ୍ଚାଦ୍ବର୍ତ୍ତୀ ସମସ୍ତ ପ୍ରାଣୀକୁ ଗ୍ରାସ କଲା, ଏହି ସମସ୍ତ ସେମାନେ ଦେଖି ନାହାନ୍ତି;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN