ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
12. ପୁଣି ସଦାପ୍ରଭୁ ମୋତେ କହିଲେ, ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ; କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି ।

IRVOR
12. ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 29 Verses, Current Verse 12 of Total Verses 29
  • ପୁଣି ସଦାପ୍ରଭୁ ମୋତେ କହିଲେ, ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ; କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି ।
  • IRVOR

    ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
Total 29 Verses, Current Verse 12 of Total Verses 29
×

Alert

×

oriya Letters Keypad References