ORV
9. ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ-ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି ।
IRVOR
9. ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ- ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN