ORV
23. କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି; ସଦାପ୍ରଭୁ କହନ୍ତି, ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ ।
IRVOR
23. କାରଣ ସେମାନେ ଇସ୍ରାଏଲ ମଧ୍ୟରେ ମୂଢ଼ତାର କାର୍ଯ୍ୟ କରିଅଛନ୍ତି, ସେମାନେ ଆପଣା ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ବ୍ୟଭିଚାର କରିଅଛନ୍ତି, ପୁଣି, ଆମ୍ଭେ ଯାହା ଆଜ୍ଞା କରି ନାହୁଁ, ଏପରି ମିଥ୍ୟା କଥା ଆମ୍ଭ ନାମରେ କହିଅଛନ୍ତି,’ ” ସଦାପ୍ରଭୁ କହନ୍ତି, “ଆମ୍ଭେ ଜାଣୁ ଓ ଆମ୍ଭେ ସାକ୍ଷୀ ଅଛୁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN