ORV
19. ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ଵନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ନୋହିବେ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ଵିତ କରିବା ଓ ସେମାନେ କ୍ଷୁଦ୍ର ନୋହିବେ ।
IRVOR
19. ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN