ORV
31. କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘନିଶ୍ଵାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, ହାୟ ହାୟ! ହତ୍ୟାକାରୀମାନଙ୍କ ଆଗରେ ମୋʼ ପ୍ରାଣ ମୂର୍ଚ୍ର୍ଛିତ ହେଲା ।
IRVOR
31. କାରଣ ପ୍ରସବକାରିଣୀ ସ୍ତ୍ରୀର ରବ ପରି, ପ୍ରଥମ ସନ୍ତାନ ପ୍ରସବକାରିଣୀ ସ୍ତ୍ରୀର ବେଦନା ପରି ସିୟୋନ କନ୍ୟାର ରବ ଆମ୍ଭେ ଶୁଣିଅଛୁ, ସେ ଦୀର୍ଘ ନିଶ୍ୱାସ ଛାଡ଼ି ଓ ଆପଣା ହାତ ପ୍ରସାରି କହୁଅଛି, “ହାୟ ହାୟ ! ହତ୍ୟାକାରୀମାନଙ୍କ ଆଗରେ ମୋ’ ପ୍ରାଣ ମୂର୍ଚ୍ଛିତ ହେଲା।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN