ORV
35. ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ ।
IRVOR
35. ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN