ORV
24. କିନ୍ତୁ ମୁଁ ଯେପରି ମୋହର ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ି ପାରେ, ଆଉ ଈଶ୍ଵରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯେଉଁ ସେବାର କାର୍ଯ୍ୟ ପ୍ରଭୁ ଯୀଶୁଙ୍କଠାରୁ ପାଇଅଛିଦ ତାହା ସଂପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ନଗଣ୍ୟ ମନେ କରୁଅଛି ।
IRVOR
24. କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN