ORV
1. ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ ଓ ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର ।
IRVOR
1. ତହୁଁ ମୋଶା ସମସ୍ତ ଇସ୍ରାଏଲ ଲୋକମାନଙ୍କୁ ଡାକି କହିଲେ, “ହେ ଇସ୍ରାଏଲ, ମୁଁ ତୁମ୍ଭମାନଙ୍କ ଶିକ୍ଷାର୍ଥେ, ରକ୍ଷାର୍ଥେ ଓ ପାଳନାର୍ଥେ ଆଜି ତୁମ୍ଭମାନଙ୍କ କର୍ଣ୍ଣ-ଗୋଚରରେ ଯେଉଁସବୁ ବିଧି ଓ ଶାସନ କହୁଅଛି, ତହିଁରେ ମନୋଯୋଗ କର।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN