ORV
18. ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନଭୋଜନ କି ଜଳପାନ କଲି ନାହିଁ ।
IRVOR
18. ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN