ORV
15. ଆପଣଙ୍କ ପିତୃପୁରୁଷଗଣର ଇତିହାସ-ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ-ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ତଗୋଳ ଘଟାଇଅଛନ୍ତି । ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି ।
IRVOR
15. ଆପଣଙ୍କ ପୂର୍ବପୁରୁଷଗଣର ଇତିହାସ ପୁସ୍ତକ ଅନୁସନ୍ଧାନ କରାଯାଉ; ତେବେ ସେହି ଇତିହାସ ପୁସ୍ତକରେ ଆପଣ ଦେଖିବେ ଓ ଜାଣିବେ ଯେ, ଏହି ନଗର ବିଦ୍ରୋହୀ ନଗର, ଆଉ ରାଜାଗଣ ଓ ପ୍ରଦେଶସମୂହ ପ୍ରତି ଅନିଷ୍ଟକର, ପୁଣି ସେମାନେ ପୂର୍ବ କାଳରେ ତହିଁ ମଧ୍ୟରେ ଗଣ୍ଡଗୋଳ ଘଟାଇଅଛନ୍ତି। ତହିଁ ସକାଶୁ ଏହି ନଗର ବିନଷ୍ଟ ହୋଇଅଛି।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN