ORV
16. ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମିନକୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ ।
IRVOR
16. ସେତେବେଳେ ଯୋଷେଫ ସେମାନଙ୍କ ସଙ୍ଗରେ ବିନ୍ୟାମୀନ୍କୁ ଦେଖି ଆପଣା ଗୃହାଧ୍ୟକ୍ଷକୁ କହିଲେ, “ଏହି ଲୋକମାନଙ୍କୁ ଆମ୍ଭ ଗୃହକୁ ନେଇ ଯାଅ ଓ ପଶୁ ମାରି ଖାଦ୍ୟଦ୍ରବ୍ୟ ପ୍ରସ୍ତୁତ କର; ଏମାନେ ମଧ୍ୟାହ୍ନ ସମୟରେ ଆମ୍ଭ ସଙ୍ଗରେ ଭୋଜନ କରିବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN