ORV
13. ଅନନ୍ତର ଯୋଷେଫ ସେ ଦୁହିଁଙ୍କି ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ଭାଗରେ ଓ ବାମ ହସ୍ତରେ ମନଃଶିକି ଧରି ଇସ୍ରାଏଲଙ୍କ ଦକ୍ଷିଣ ଭାଗରେ ଉପସ୍ଥିତ କରାଇଲେ ।
IRVOR
13. ଏଥିଉତ୍ତାରେ ଯୋଷେଫ ସେ ଦୁହିଁଙ୍କୁ ନେଇ ଆପଣା ଦକ୍ଷିଣ ହସ୍ତରେ ଇଫ୍ରୟିମକୁ ଧରି ଇସ୍ରାଏଲଙ୍କ ବାମ ପାର୍ଶ୍ୱରେ ଓ ବାମ ହସ୍ତରେ ମନଃଶିକୁ ଧରି ଇସ୍ରାଏଲଙ୍କ ଡାହାଣ ପାର୍ଶ୍ୱରେ ଉପସ୍ଥିତ କରାଇଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN