ORV
5. ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଶାପଗ୍ରସ୍ତ ହେଉ! ତହିଁରେ ମୁଁ ଉତ୍ତର ଦେଇ କହିଲି, ହେ ସଦାପ୍ରଭୁ, ଆମେନ୍ ।
IRVOR
5. ‘ଅର୍ଥାତ୍, ଆମ୍ଭ ରବରେ ଅବଧାନ କର ଓ ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରୁ, ସେସକଳ ଅନୁସାରେ କର୍ମ କର; ତହିଁରେ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ସେହି ନିୟମର କଥା ଯେଉଁ ଲୋକ ନ ଶୁଣେ, ସେ ଅଭିଶପ୍ତ ହେଉ !’ ” ତହିଁରେ ମୁଁ ଉତ୍ତର ଦେଇ କହିଲି, “ହେ ସଦାପ୍ରଭୁ, ଆମେନ୍।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN