ORV
14. ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ ।
IRVOR
14. ତହିଁରେ ଯିହୁଦାର ଯେଉଁ ଅବଶିଷ୍ଟ ଲୋକେ ଯିହୁଦା ଦେଶକୁ ଫେରି ଯାଇ ସେଠାରେ ବାସ କରିବା ପାଇଁ ବାଞ୍ଛା କରି ମିସର ଦେଶରେ ପ୍ରବାସ କରିବାକୁ ଆସିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ଉତ୍ତୀର୍ଣ୍ଣ କି ରକ୍ଷାପ୍ରାପ୍ତ ହେବେ ନାହିଁ: କାରଣ ପଳାତକ ଲୋକମାନଙ୍କ ଛଡ଼ା ଆଉ କେହି ଫେରି ଯିବେ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN