ORV
32. ହେ ଶିବ୍ମାର ଦ୍ରାକ୍ଷାଲତେ, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା ।
IRVOR
32. ହେ ସିବ୍ମାର ଦ୍ରାକ୍ଷାଲତା, ଯାସେରର ରୋଦନ ଅପେକ୍ଷା ଆମ୍ଭେ ତୁମ୍ଭ ବିଷୟରେ ଅଧିକ ରୋଦନ କରିବା; ତୁମ୍ଭର ଶାଖାସବୁ ସମୁଦ୍ର ପାରିକୁ ଗଲା, ସେସବୁ ଯାସେର ସମୁଦ୍ର ପର୍ଯ୍ୟନ୍ତ ହିଁ ବିସ୍ତାରିତ ହେଲା; ତୁମ୍ଭର ଗ୍ରୀଷ୍ମକାଳୀନ ଫଳ ଓ ଦ୍ରାକ୍ଷାଫଳ ସଂଗ୍ରହ କରିବା ସମୟରେ ବିନାଶକ ଉପସ୍ଥିତ ହେଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN