ORV
12. କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତା; ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ତିତ ହେବ? ତୁମ୍ଭେ ଅଦଣ୍ତିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ ।
IRVOR
12. କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କର ସେହି ପାତ୍ରରେ ପାନ କରିବାର ସମ୍ପର୍କ ନାହିଁ, ସେମାନେ ନିତାନ୍ତ ତହିଁରେ ପାନ କରିବେ, ତେବେ ତୁମ୍ଭେ କି ସର୍ବତୋଭାବେ ଅଦଣ୍ଡିତ ହେବ ? ତୁମ୍ଭେ ଅଦଣ୍ଡିତ ହେବ ନାହିଁ, ମାତ୍ର ନିଶ୍ଚୟ ପାନ କରିବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN