ORV
25. ଗୃହକର୍ତ୍ତା ଉଠି ଦ୍ଵାର ବନ୍ଦ କଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ଵାର ଫିଟାଉନ୍ତୁ, ଏହା କହି ଦ୍ଵାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
IRVOR
25. ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ, ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN