ORV
11. ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାଏଲ (ଅର୍ଥାତ୍, ପରମେଶ୍ଵର ଶୁଣନ୍ତି) ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ ।
IRVOR
11. ସଦାପ୍ରଭୁଙ୍କ ଦୂତ ଆହୁରି କହିଲେ, “ଦେଖ, ତୁମ୍ଭର ଗର୍ଭ ହୋଇଅଛି, ତୁମ୍ଭେ ପୁତ୍ର ପ୍ରସବ କରିବ, ତାହାର ନାମ ଇଶ୍ମାୟେଲ [* ଅର୍ଥାତ୍, ପରମେଶ୍ୱର ଶୁଣନ୍ତି] ଦେବ, ଯେହେତୁ ସଦାପ୍ରଭୁ ତୁମ୍ଭ ଦୁଃଖ ଶୁଣିଲେ।