ORV
28. ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ଵରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ ।
IRVOR
28. ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN