ORV
14. ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ ।
IRVOR
14. (ମାଥିଉ 28:16-20; ଲୂକ 24:36-49; ଯୋହନ 20:19-23; ପ୍ରେରିତ 1:6-8) ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN