ORV
16. ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଏ କଅଣ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତିଣ!
IRVOR
16. ସେ ପାପୀ ଓ କରଗ୍ରାହୀମାନଙ୍କ ସହିତ ଭୋଜନ କରୁଅଛନ୍ତି, ଏହା ଦେଖି ଫାରୂଶୀଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, ଏ କଅଣ ? ସେ କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି !
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN