ORV
19. କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ ।
IRVOR
19. କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କ'ଣ କହିବ, ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN