ORV
23. ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ? ଆଉ, ତୁମ୍ଭକୁ କିଏ ଏହି ଅଧିକାର ଦେଲା?
IRVOR
23. (ମାର୍କ 11:27-33; ଲୂକ 20:1-8) ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ? ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN