ORV
35. ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ଯଜ୍ଞବେଦିର ମଧ୍ୟସ୍ଥଳରେ ବଧ କଲ, ତାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହିସମସ୍ତ ତୁମ୍ଭମାନଙ୍କ ଉପରେ ବର୍ତ୍ତିବ ।
IRVOR
35. ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN