ORV
12. ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ଵରଙ୍କ ମନ୍ଦିରର ସ୍ତମ୍ଭ ସ୍ଵରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ଵରଙ୍କ ନାମ ଓ ସ୍ଵର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ନୂତନ ଯିରୂଶାଲମ, ଆମ୍ଭର ଈଶ୍ଵରଙ୍କ ସେହି ନଗରୀର ନାମ ପୁଣି ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।
IRVOR
12. ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ୱରଙ୍କ ମନ୍ଦିରର ସ୍ତମ୍ଭ ସ୍ୱରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ୱରଙ୍କ ନାମ ଓ ସ୍ୱର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ଯିରୂଶାଲମ, ଆମ୍ଭର ଈଶ୍ୱରଙ୍କ ସେହି ନଗରୀର ନାମ ପୁଣି, ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN