ORV
9. କିନ୍ତୁ ଯେତେବେଳେ କେତେକ ଲୋକ କଠିଣ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ସେହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
IRVOR
9. କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN