ORV
17. ମାତ୍ର ସେ ତାହାକୁ ଘୃଣା କରେ; ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ ।
IRVOR
17. ମାତ୍ର ସେ ତାହାକୁ ଘୃଣା କରେ ଆଉ ଦେଖ, ସେ ତାହା ବିରୁଦ୍ଧରେ ମନ୍ଦ କଥା ଆରୋପ କରି କହେ କି, ଆମ୍ଭେ ତୁମ୍ଭ କନ୍ୟାର କୌମାର୍ଯ୍ୟ ଲକ୍ଷଣ ପାଇଲୁ ନାହିଁ; ମାତ୍ର ଆମ୍ଭ କନ୍ୟାର କୌମାର୍ଯ୍ୟ ଚିହ୍ନ ଏହି; ତହୁଁ ସେମାନେ ନଗରସ୍ଥ ପ୍ରାଚୀନମାନଙ୍କ ସାକ୍ଷାତରେ ସେହି ଲୁଗା ମେଲାଇ ଦେବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN