ORV
32. ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋʼଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ଵଗଣର ସାକ୍ଷାତରେ ଚିହ୍ନି କରି ନିଅ, ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା ।
IRVOR
32. ମାତ୍ର ତୁମ୍ଭେ ଯାହା ନିକଟରୁ ତୁମ୍ଭର ଦେବତାମାନଙ୍କୁ ପାଇବ, ସେ ବଞ୍ଚିବ ନାହିଁ; ମୋ’ଠାରେ ତୁମ୍ଭର ଯାହା ଅଛି, ତାହା ଆମ୍ଭମାନଙ୍କ କୁଟୁମ୍ବଗଣର ସାକ୍ଷାତରେ ଚିହ୍ନି କରି ନିଅ,” ଯେହେତୁ ଯାକୁବ ରାହେଲର ସେହି ଚୋରି କରିବା ବିଷୟ ଜାଣି ନ ଥିଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN