ORV
31. ଅନନ୍ତର ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ଵର ସଇଁତିରିଶ ବର୍ଷର ଦ୍ଵାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋ-ଦକ୍ ଆପଣା ଅଧିକାରର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
IRVOR
31. ଏଥିଉତ୍ତାରେ ଯିହୁଦାର ରାଜା ଯିହୋୟାଖୀନ୍ର ବନ୍ଦୀତ୍ୱର ସଇଁତିରିଶ ବର୍ଷର ଦ୍ୱାଦଶ ମାସରେ ଓ ସେହି ମାସର ପଚିଶ ଦିନରେ ବାବିଲର ରାଜା ଇବିଲ୍-ମରୋଦକ୍ ଆପଣା ରାଜତ୍ଵର ପ୍ରଥମ ବର୍ଷରେ, ଯିହୁଦାର ରାଜା ଯିହୋୟାଖୀନ୍କୁ କାରାଗାରରୁ ବାହାର କରି ତାହାର ମସ୍ତକ ଉନ୍ନତ କଲା;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN