ORV
3. ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି । ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି ।
IRVOR
3. ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କ'ଣ କରିବି ? ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି । ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN