ORV
22. ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ ଯାହା ଯାହା ଦେଖିଲ ଓ ଶୁଣିଲ, ସେହିସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
IRVOR
22. ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN