ORV
25. ତାହା ନ ହେଲେ ତୁମ୍ଭେମାନେ କଅଣ ଦେଖିବା ପାଇଁ ବାହାରି ଯାଇଥିଲ? କଅଣ ସୂକ୍ଷ୍ମବସ୍ତ୍ର ପରିହିତ ଜଣେ ବ୍ୟକ୍ତିଙ୍କି? ଦେଖ, ଯେଉଁମାନେ ସୁନ୍ଦର ବସ୍ତ୍ର ପରିଧାନ କରି ବିଷୟସୁଖରେ କାଳ କ୍ଷେପଣ କରନ୍ତି, ସେମାନେ ରାଜବାଟୀରେ ଥାଆନ୍ତି ।
IRVOR
25. ତାହା ନ ହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN