ORV
44. ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକି ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋʼ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଅଶ୍ରୁଜଳରେ ମୋର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା ।
IRVOR
44. ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, ଏହି ସ୍ତ୍ରୀକୁ ଦେଖୁଅଛ ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN