ORV
5. ଏହି କଥା ସମସ୍ତ ସମ୍ପ୍ରଦାୟର ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ଵାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ଵୀ ନୀକଲାୟଙ୍କୁ ମନୋନୀତ କରି,
IRVOR
5. ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୂଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN