ORV
23. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା କରିବ ।
IRVOR
23. ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ବାସ କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ଶସ୍ୟର, ଆପଣା ଦ୍ରାକ୍ଷାରସର ଓ ଆପଣା ତୈଳର ଦଶମାଂଶ ଓ ଆପଣା ଗୋମେଷାଦି ପଲର ପ୍ରଥମଜାତମାନଙ୍କୁ ତାହାଙ୍କ ସମ୍ମୁଖରେ ଭୋଜନ କରିବ; ଏହିରୂପେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସର୍ବଦା ଭୟ କରିବା ପାଇଁ ଶିକ୍ଷା ପାଇବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN