ORV
5. ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ଵର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା ।
IRVOR
5. ଏହି ପ୍ରକାରେ ସେ ଯୋଷେଫଙ୍କୁ ଆପଣା ଗୃହ ଓ ସର୍ବସ୍ୱର ଅଧ୍ୟକ୍ଷ କରିବା ଦିନଠାରୁ ସଦାପ୍ରଭୁ ଯୋଷେଫଙ୍କ ଲାଗି ସେହି ମିସ୍ରୀୟ ଲୋକର ଗୃହ ଉପରେ ଆଶୀର୍ବାଦ କଲେ; ପୁଣି, ଗୃହ ଓ କ୍ଷେତ୍ରସ୍ଥିତ ସମସ୍ତ ସମ୍ପଦ ପ୍ରତି ସଦାପ୍ରଭୁଙ୍କର ଆଶୀର୍ବାଦ ବର୍ତ୍ତିଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN