ORV
16. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ ।
IRVOR
16. ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଭବିଷ୍ୟଦ୍ବକ୍ତାମାନେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କର ବାକ୍ୟ ତୁମ୍ଭେମାନେ ଶୁଣ ନାହିଁ; ସେମାନେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି; ସେମାନେ ଆପଣା ହୃଦୟର ଦର୍ଶନ କଥା କହନ୍ତି ଓ ସେମାନେ ସଦାପ୍ରଭୁଙ୍କ ମୁଖର କଥା କହନ୍ତି ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN