ORV
32. ସଦାପ୍ରଭୁ କହନ୍ତି, ଦେଖ,ଯେଉଁମାନେ ମିଥ୍ୟା ସ୍ଵପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ଵାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ; ସଦାପ୍ରଭୁ କହନ୍ତି, ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ ।
IRVOR
32. ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN