ORV
11. କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ⇧; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ତ ନ ଦେଇ ଛାଡ଼ିବା ନାହିଁ ।
IRVOR
11. କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN