ORV
19. ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇଲୁ ଓ ପେୟ-ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ଵାମୀର (ଅନୁମତି) ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଲୁ?
IRVOR
19. ପୁଣି, ଆମ୍ଭେମାନେ ଯେଉଁ ସମୟରେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲୁ ଓ ପେୟ ନୈବେଦ୍ୟ ଢାଳିଲୁ, ସେତେବେଳେ ଆପଣା ଆପଣା ସ୍ୱାମୀର ଅନୁମତି ବିନା କି ତାହାର ପୂଜା ନିମନ୍ତେ ପିଷ୍ଟକ ପ୍ରସ୍ତୁତ କଲୁ ଓ ତାହା ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଲୁ ?”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN