ORV
25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଆମ୍ଭେମାନେ ଆକାଶ-ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇବା ପାଇଁ ଓ ପେୟ-ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ, ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ଵାରା ତାହା ସମ୍ପନ୍ନ କରିଅଛ । ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର ।
IRVOR
25. ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଓ ପେୟ ନୈବେଦ୍ୟ ଢାଳିବା ପାଇଁ ଯେଉଁ ମାନତ କରିଅଛୁ, ତାହା ଅବଶ୍ୟ ସିଦ୍ଧ କରିବୁ,’ ଏହି କଥା ତୁମ୍ଭେମାନେ ଓ ତୁମ୍ଭମାନଙ୍କର ସ୍ତ୍ରୀମାନେ ମୁଖରେ କହି ହସ୍ତ ଦ୍ୱାରା ତାହା ସମ୍ପନ୍ନ କରିଅଛ। ତେବେ ତୁମ୍ଭମାନଙ୍କର ମାନତ ଦୃଢ଼ କର ଓ ତୁମ୍ଭମାନଙ୍କର ମାନତ ସିଦ୍ଧ କର।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN