ORV
44. ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛିଣ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛିଣ?
IRVOR
44. ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ସେମାନଙ୍କୁ ଦୂର କରି ଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହାକୁ ଆମ୍ଭେ ତାହା ଉପରେ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ ସମୟ କିଏ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହେବ, ଏପରି ପାଳକ କିଏ ଅଛି ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN