ORV
12. ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନ-ପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ଵରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତକାଳର ଫଳଶୂନ୍ୟ ବୃକ୍ଷ ସଦୃଶ;
IRVOR
12. ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN