ORV
1. ତିବିରିଅ କାଇସରଙ୍କ ରାଜତ୍ଵର ପଞ୍ଚଦଶ ବର୍ଷରେ, ଯେତେବେଳେ ପନ୍ତୀୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାଙ୍କ ଭ୍ରାତା ଫିଲିପ୍ପ ଇତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି ଲୂସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ ।
IRVOR
1. (ମାଥିଉ 3:1-12; ମାର୍କ 1:1-8; ଯୋହନ 1:19-28) ତିବିରିଅା କାଇସରଙ୍କ ଶାସନର ପନ୍ଦର ବର୍ଷରେ, ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ, ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର, ପୁଣି, ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN