ORV
8. ଏଣୁ ମନ ପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରହାମ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
IRVOR
8. ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର; ପୁଣି, ଅବ୍ରାହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ସୁଦ୍ଧା ଏପରି କୁହ ନାହିଁ; କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN