ORV
3. ସେ ଯୀଶୁଙ୍କ ସମ୍ଵନ୍ଧରେ ସମ୍ଵାଦ ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ନିକଟକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।
IRVOR
3. ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN