ORV
21. ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ ।
IRVOR
21. (ମାଥିଉ 27:32-44; ଲୂକ 23:26-43; ଯୋହନ 19:17-27) ସେତେବେଳେ ଆଲେକ୍ଜାଣ୍ଡର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀଗ୍ରାମରୁ ଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାହାଙ୍କୁ ତାହାଙ୍କର କ୍ରୁଶ ବୋହିବା ପାଇଁ ବାଧ୍ୟ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN